ଯିରିମୀୟ 7:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)30 ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି। Faic an caibideilଓଡିଆ ବାଇବେଲ30 ଯେହେତୁ ସଦାପ୍ରଭୁ କହନ୍ତି, ‘ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି। Faic an caibideilପବିତ୍ର ବାଇବଲ30 ଏହା କର କାରଣ ଯିହୁଦାର ସନ୍ତାନଗଣ ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ ତାହା କଲେ। ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ‘ଅଶୁଚି’ କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତ୍ର ତହିଁ ମଧ୍ୟରେ ରଖିଛନ୍ତି। Faic an caibideil |
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।