ଯିରିମୀୟ 7:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)34 ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି ଓ ବରକନ୍ୟାର ଧ୍ଵନି ନିବୃତ୍ତ କରାଇବା; କାରଣ ଦେଶ ଧ୍ଵଂସସ୍ଥାନ ହେବ। Faic an caibideilଓଡିଆ ବାଇବେଲ34 ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।” Faic an caibideilପବିତ୍ର ବାଇବଲ34 ସେ ସମୟରେ ଆମ୍ଭେ ଯିହୁଦାର ନଗରଗୁଡ଼ିକରେ ଓ ଯିରୁଶାଲମର ସଡ଼କମାନଙ୍କରେ ସୁଖ ଓ ଆନନ୍ଦଧ୍ୱନି ଦୂର କରିବା। ବର କନ୍ୟାମାନଙ୍କର ଆମୋଦ ଧ୍ୱନି ଆଉ ଯିରୁଶାଲମରେ ଶୁଣାଯିବ ନାହିଁ। କାରଣ ସମଗ୍ର ଦେଶ ଧ୍ୱଂସ ସ୍ତୁପରେ ପରିଣତ ହେବ।” Faic an caibideil |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।