ଯିରିମୀୟ 7:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା। Faic an caibideilପବିତ୍ର ବାଇବଲ (Re-edited) - (BSI)7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନ; କାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା। Faic an caibideilଓଡିଆ ବାଇବେଲ7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତ କାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା। Faic an caibideilପବିତ୍ର ବାଇବଲ7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭ ଦତ୍ତ ଦେଶ ଅନନ୍ତକାଳ ପର୍ଯ୍ୟନ୍ତ ଉପଭୋଗ କରିବାକୁ ଦେବା। Faic an caibideil |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।