ଯିରିମୀୟ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ଦେଖ, ଯଦ୍ଦ୍ଵାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ଵାସ କରୁଅଛ। Faic an caibideilଓଡିଆ ବାଇବେଲ8 ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ। Faic an caibideilପବିତ୍ର ବାଇବଲ8 “‘ମାତ୍ର ତୁମ୍ଭେମାନେ ମିଥ୍ୟା କଥାରେ ବିଶ୍ୱାସ କରୁଅଛ ଯାହାକି ମୂଲ୍ୟହୀନ। Faic an caibideil |
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।