ଯିରିମୀୟ 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ, Faic an caibideilପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ, Faic an caibideilଓଡିଆ ବାଇବେଲ9 ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ, Faic an caibideilପବିତ୍ର ବାଇବଲ9 ତୁମ୍ଭେମାନେ କ’ଣ ଗ୍ଭେରି, ନରହତ୍ୟା, ବ୍ୟଭିଗ୍ଭର, ମିଥ୍ୟାଶପଥ, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାନ ଓ ତୁମ୍ଭେମାନେ ଜାଣି ନ ଥିବା ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ? Faic an caibideil |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।