ଯିରିମୀୟ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଆଉ, ସେମାନେ ସୂର୍ଯ୍ୟ ଓ ଚନ୍ଦ୍ର ଓ ଆକାଶର ଯେଉଁ ସୈନ୍ୟସମୂହକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ଵେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ନୋହିବ; ସେସବୁ ଭୂମିରେ ଖତ ତୁଲ୍ୟ ହେବ। Faic an caibideilଓଡିଆ ବାଇବେଲ2 ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।” Faic an caibideilପବିତ୍ର ବାଇବଲ2 ଆଉ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସେମାନେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସେବା କରିଅଛନ୍ତି, ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇ ଅଛନ୍ତି, ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହା ସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରିତ ହୋଇ କବରରେ ପୋତା ହେବ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ୟ ହେବ। Faic an caibideil |