Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 8:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 “ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

20 ଶସ୍ୟ-ସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

20 ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

20 “ଶସ୍ୟ ସଂଗ୍ରହର ସମୟ ଶେଷ ହେଲା। ଗ୍ରୀଷ୍ମକାଳ ଅତିବାହିତ ହେଲା। ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହେଲା ନାହିଁ।”

Faic an caibideil Dèan lethbhreac




ଯିରିମୀୟ 8:20
7 Iomraidhean Croise  

ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।


ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; “ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି?” “ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?”


ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।


ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ‘ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ,’ ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।’


ପୁଣି, ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।”


Lean sinn:

Sanasan


Sanasan