ଯିରିମୀୟ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)8 ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି। Faic an caibideilଓଡିଆ ବାଇବେଲ8 ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି। Faic an caibideilପବିତ୍ର ବାଇବଲ8 “‘ତୁମ୍ଭେମାନେ କହୁଛ ଯେ, “ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି।” ମାତ୍ର ଏହା ସତ୍ୟ ନୁହେଁ। କାରଣ ଅଧ୍ୟାପକଗଣଙ୍କ ମିଥ୍ୟା ଲେଖନୀ ମିଥ୍ୟା ଲେଖିଅଛି। Faic an caibideil |