ଯିରିମୀୟ 9:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରିପାରନ୍ତି! Faic an caibideilପବିତ୍ର ବାଇବଲ (Re-edited) - (BSI)1 ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ଵରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି ! Faic an caibideilଓଡିଆ ବାଇବେଲ1 ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି ! Faic an caibideilପବିତ୍ର ବାଇବଲ1 ଯେବେ ମୋର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝରଣାସ୍ୱରୂପ ହୁଅନ୍ତା, ତେବେ ମୁଁ ମୋହର ନିହତ ଲୋକମାନଙ୍କ ପାଇଁ ଦିନରାତି କ୍ରନ୍ଦନ କରି ପାରନ୍ତି। Faic an caibideil |