ଯିରିମୀୟ 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।” Faic an caibideilପବିତ୍ର ବାଇବଲ (Re-edited) - (BSI)11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା। Faic an caibideilଓଡିଆ ବାଇବେଲ11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା। Faic an caibideilପବିତ୍ର ବାଇବଲ11 “ପୁଣି ଆମ୍ଭେ ସଦାପ୍ରଭୁ ଯିରୁଶାଲମକୁ ଢିପି ଓ ଶୃଗାଳମାନଙ୍କ ବାସସ୍ଥାନରେ ପରିଣତ କରିବା। ଆଉ ଆମ୍ଭେ ଯିହୁଦାର ନଗରସମୂହକୁ ନିର୍ଜନ ଧ୍ୱଂସସ୍ଥାନ କରିବା।” Faic an caibideil |