ଯିରିମୀୟ 9:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)14 ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି; Faic an caibideilଓଡିଆ ବାଇବେଲ14 ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।” Faic an caibideilପବିତ୍ର ବାଇବଲ14 ସେମାନେ ନିଜ ଇଚ୍ଛାନୁସାରେ ଅବାଧ୍ୟ ହୋଇଛନ୍ତି ଓ ପୂର୍ବପୁରୁଷମାନଙ୍କ ଶିକ୍ଷାନୁସାରେ ବାଲ୍ଦେବ ତାଙ୍କର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।” Faic an caibideil |
ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।