ଯିରିମୀୟ 9:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ। Faic an caibideilପବିତ୍ର ବାଇବଲ (Re-edited) - (BSI)21 କାରଣ ମୃତ୍ୟୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ। Faic an caibideilଓଡିଆ ବାଇବେଲ21 କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ। Faic an caibideilପବିତ୍ର ବାଇବଲ21 “କାରଣ ମୃତ୍ୟୁ ଆମ୍ଭମାନଙ୍କର ଝରକା ଦେଇ ଆମ୍ଭମାନଙ୍କର ପ୍ରାସାଦରେ ପ୍ରବେଶ କରିଅଛି। ଏହା ବାହାରେ ବାଳକମାନଙ୍କୁ ଓ ନଗରର ଛକମାନଙ୍କରେ ଯୁବକମାନଙ୍କୁ ସଂହାର କରିବାକୁ ପ୍ରସ୍ତୁତ।” Faic an caibideil |
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।