ଯିରିମୀୟ 9:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ; Faic an caibideilପବିତ୍ର ବାଇବଲ (Re-edited) - (BSI)23 ସଦାପ୍ରଭୁ ଏହି କଥା କହନ୍ତି, ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ; Faic an caibideilଓଡିଆ ବାଇବେଲ23 ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ; Faic an caibideilପବିତ୍ର ବାଇବଲ23 ଆଉ ସଦାପ୍ରଭୁ କହନ୍ତି, “ଜ୍ଞାନବାନ୍ ଆପଣା ଜ୍ଞାନରେ ଦର୍ପ ନ କରୁ, ବଳବାନ୍ ଆପଣା ବଳରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନରେ ଗର୍ବ ନ କରୁ। Faic an caibideil |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”