ଯିରିମୀୟ 9:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)6 ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତିସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ଵୀକାର କରନ୍ତି। Faic an caibideilଓଡିଆ ବାଇବେଲ6 ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, “ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।” Faic an caibideilପବିତ୍ର ବାଇବଲ6 ଗୋଟିଏ ମନ୍ଦକର୍ମ ପରେ ଅନ୍ୟ ଏକ ମନ୍ଦକର୍ମ ଗ୍ଭଲେ ଓ ପ୍ରବଞ୍ଚନା ଲାଗି ରହେ।” ତେଣୁ ସଦାପ୍ରଭୁ କହନ୍ତି, “ଏହି ମିଥ୍ୟା ଓ ପ୍ରବଞ୍ଚନା ଯୋଗୁଁ ସେମାନେ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।” Faic an caibideil |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”