ଯିରିମୀୟ 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)8 ସେମାନଙ୍କର ଜିହ୍ଵା ପ୍ରାଣନାଶକ ତୀର ସ୍ଵରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି। Faic an caibideilଓଡିଆ ବାଇବେଲ8 ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।” Faic an caibideilପବିତ୍ର ବାଇବଲ8 ସେମାନଙ୍କର ଜିହ୍ୱା ପ୍ରାଣନାଶକ ବାଣସ୍ୱରୂପ। ତାହା କେବଳ ମିଥ୍ୟା ଓ ପ୍ରବଞ୍ଚନାର କଥା କହେ। ସେମାନେ ମୁହଁରେ ପ୍ରତିବାସୀ ସହିତ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରରେ ସେମାନଙ୍କୁ ବିନାଶ କରିବାକୁ ଯୋଜନା କରନ୍ତି।” Faic an caibideil |