ଯୋହନ 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ। Faic an caibideilଓଡିଆ ବାଇବେଲ16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ । Faic an caibideilପବିତ୍ର ବାଇବଲ (CL) NT (BSI)16 ତାଙ୍କ ପୂର୍ଣ୍ଣତାରୁ ଆମେ ଅନୁଗ୍ରହ ଉପରେ ଅନୁଗ୍ରହ ପାଇଛୁ। Faic an caibideilପବିତ୍ର ବାଇବଲ16 ବାକ୍ୟ (ଖ୍ରୀଷ୍ଟ) ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ଆଶୀର୍ବାଦ ଉପରେ ଆଶୀର୍ବାଦ ପାଇଅଛୁ। Faic an caibideil |