ଯୋହନ 1:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅର୍ଥାତ୍ ଖ୍ରୀଷ୍ଟଙ୍କୁ) ଦେଖା ପାଇଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)41 ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ।।) ଦେଖା ପାଇଅଛୁ। Faic an caibideilଓଡିଆ ବାଇବେଲ41 ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ) ଦେଖା ପାଇଅଛୁ । Faic an caibideilପବିତ୍ର ବାଇବଲ (CL) NT (BSI)41 ହଠାତ୍ ଆନ୍ଦ୍ରିୟ ତାଙ୍କ ଭାଇ ଶିମୋନଙ୍କ ଦେଖାପାଇ କହିଲେ, “ଆମେ ମସୀହଙ୍କ ଦେଖାପାଇଛୁ।” (‘ମସୀହ’ର ଅର୍ଥ ଖ୍ରୀଷ୍ଟ) Faic an caibideilପବିତ୍ର ବାଇବଲ41 ଆନ୍ଦ୍ରିୟ ପ୍ରଥମେ ତାହାଙ୍କ ଭାଇ ଶିମୋନଙ୍କ ପାଖକୁ ଗଲେ। ସେ ଶିମୋନଙ୍କୁ କହିଲେ, “ଆମ୍ଭେ ମଶୀହଙ୍କୁ ଭେଟିଛୁ।” (“ମଶୀହ” ଅର୍ଥାତ୍ “ଖ୍ରୀଷ୍ଟ।”) Faic an caibideil |