ଯୋହନ 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ। Faic an caibideilଓଡିଆ ବାଇବେଲ2 ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରିୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ । Faic an caibideilପବିତ୍ର ବାଇବଲ (CL) NT (BSI)2 ଏହି ମରିୟମ ଥରେ ପ୍ରଭୁଙ୍କ ଉପରେ ସୁଗନ୍ଧି ତୈଳ ଢାଳି ନିଜ କେଶରେ ତାଙ୍କ ପାଦ ପୋଛି ଦେଇଥିଲା। Faic an caibideilପବିତ୍ର ବାଇବଲ2 ସେହି ମରିୟମ ପରେ ପ୍ରଭୁ ଯୀଶୁଙ୍କ ପାଦରେ ଅତି ମୂଲ୍ୟବାନ ଅତର ଢାଳି ନିଜ କେଶରେ ପାଦ ପୋଛି ଦେଇଥିଲେ। ସେମାନଙ୍କର ଭାଇ ଲାଜାର ଅସୁସ୍ଥ ଥିଲେ। Faic an caibideil |