ଯୋହନ 12:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ। Faic an caibideilଓଡିଆ ବାଇବେଲ2 ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ । Faic an caibideilପବିତ୍ର ବାଇବଲ (CL) NT (BSI)2 ସେଠାରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜିର ଆୟୋଜନ କରାଯାଇଥିଲା। ଭୋଜିରେ ମାର୍ଥା ଆତିଥ୍ୟର ଭାର ନେଇଥିଲେ ଓ ଲାଜାର ଯୀଶୁଙ୍କ ସହିତ ଭୋଜିରେ ବସିଥିଲେ। Faic an caibideilପବିତ୍ର ବାଇବଲ2 ସେଠାରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହୋଇଥିଲା। ମାର୍ଥା ଖାଦ୍ୟ ପରିବେଷଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧ୍ୟରେ ଲାଜାର ମଧ୍ୟ ଖାଉଥିଲେ। Faic an caibideil |