ଯୋହନ 16:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ସେମାନେ ତୁମ୍ଭମାନଙ୍କୁ ସମାଜଚ୍ୟୁତ କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେକେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ। Faic an caibideilଓଡିଆ ବାଇବେଲ2 ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ । Faic an caibideilପବିତ୍ର ବାଇବଲ (CL) NT (BSI)2 ତୁମ୍ଭେମାନେ ସମାଜ-ଚ୍ୟୁତ ହେବ ଏବଂ ଏପରି ଦିନ ଆସିବ, ଯେତେବେଳେ ଲୋକେ ଭାବିବେ, ତୁମ୍ଭମାନଙ୍କୁ ବଧ କରିବା ଦ୍ୱାରା ସେମାନେ ଈଶ୍ୱରଙ୍କ ସେବା କରୁଛନ୍ତି। Faic an caibideilପବିତ୍ର ବାଇବଲ2 ତୁମ୍ଭମାନଙ୍କୁ ଲୋକମାନେ ସେମାନଙ୍କର ସମାଜଗୃହଗୁଡ଼ିକରୁ ବାହାର କରିଦେବେ। ହଁ, ଏପରି ସମୟ ଆସୁଛି ଯେତେବେଳେ ଲୋକମାନେ ଭାବିବେ ଯେ ତୁମ୍ଭକୁ ବଧ କରିବା ଦ୍ୱାରା ସେମାନେ ପରମେଶ୍ୱରଙ୍କ ସେବା କରୁଛନ୍ତି। Faic an caibideil |
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।