Biblia Todo Logo
Bìoball air-loidhne

- Sanasan -




ଯୋହନ 16:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ମୁଁ ତୁମ୍ଭମାନଙ୍କୁ ଏହିସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

6 ଏବେ ମୋର ଏସବୁ କଥା ଶୁଣି ତୁମେ ଦୁଃଖରେ ଅଧୀର ହୋଇ ପଡ଼ିଛ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ କାରଣ ମୁଁ ତୁମ୍ଭକୁ ଏସବୁ କହିଲି।

Faic an caibideil Dèan lethbhreac




ଯୋହନ 16:6
6 Iomraidhean Croise  

ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ;


ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କଅଣ?” ସେଥିରେ ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇ ରହିଲେ।


“ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।


Lean sinn:

Sanasan


Sanasan