Biblia Todo Logo
Bìoball air-loidhne

- Sanasan -




ଯୋହନ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯୀଶୁ ସେମାନଙ୍କୁ କହିଲେ, “ଜାହାଲାଗୁଡ଼ିକରେ ପାଣି ଭର୍ତ୍ତି କର।” ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଯୀଶୁ ସେମାନଙ୍କୁ କହିଲେ, ଜାହାଲାଗୁଡ଼ିକ ପାଣିରେ ଭର୍ତ୍ତି କର। ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ଯୀଶୁ ସେମାନଙ୍କୁ କହିଲେ, ଜାହାଲାଗୁଡ଼ିକ ପାଣିରେ ଭର୍ତ୍ତି କର । ସେଥିରେ ସେମାନେ ସେହି ସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

7 ଯୀଶୁ ପରିଚାରକମାନଙ୍କୁ କହିଲେ, “ଏହି କୁଣ୍ଡଗୁଡ଼ିକରେ ପାଣି ଭର୍ତ୍ତି କର।” କୁଣ୍ଡସବୁ ପୂର୍ଣ୍ଣ ହେବ ପରେ

Faic an caibideil Dèan lethbhreac

ପବିତ୍ର ବାଇବଲ

7 ଯୀଶୁ ସେବକମାନଙ୍କୁ କହିଲେ, “ସେହି ଜଳକୁଣ୍ଡରେ ପାଣି ଭର୍ତ୍ତି କର।” ତେଣୁ ସେବକମାନେ ଜଳକୁଣ୍ଡରେ ପାଣି ଭର୍ତ୍ତି କରିଦେଲେ।

Faic an caibideil Dèan lethbhreac




ଯୋହନ 2:7
12 Iomraidhean Croise  

ଏଥିରେ ଏଲୀୟ ତାହାକୁ କହିଲେ, “ଭୟ କର ନାହିଁ; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋʼ ପାଇଁ ଗୋଟିଏ ସାନ ପିଠା କରି ମୋʼ ନିକଟକୁ ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର।


ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ।


ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର।


ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା।


ଆଉ, ସେ ସେମାନଙ୍କୁ କହିଲେ, “ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ।” ସେଥିରେ ସେମାନେ ଘେନିଗଲେ।


Lean sinn:

Sanasan


Sanasan