ଯୋହନ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ସେ ସେମାନଙ୍କୁ କହିଲେ, “ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ।” ସେଥିରେ ସେମାନେ ଘେନିଗଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ଆଉ, ସେ ସେମାନଙ୍କୁ କହିଲେ, ଏବେ କାଢ଼ି ନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ। ସେଥିରେ ସେମାନେ ଘେନିଗଲେ। Faic an caibideilଓଡିଆ ବାଇବେଲ8 ଆଉ, ସେ ସେମାନଙ୍କୁ କହିଲେ, ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ । ସେଥିରେ ସେମାନେ ଘେନିଗଲେ । Faic an caibideilପବିତ୍ର ବାଇବଲ (CL) NT (BSI)8 ଯୀଶୁ ସେମାନଙ୍କୁ କହିଲେ: “ଏଥିରୁ କିଛି ନେଇ ଭୋଜି ଦାୟିତ୍ୱରେ ଥିବା ବ୍ୟକ୍ତିଙ୍କୁ ଦିଅ।” ସେମାନେ ତାହା କଲେ। Faic an caibideilପବିତ୍ର ବାଇବଲ8 ତା'ପରେ ଯୀଶୁ ସେବକମାନଙ୍କୁ କହିଲେ, “ବର୍ତ୍ତମାନ ସେଥିରୁ କିଛି ପାଣି କାଢ଼ି ନେଇ ଭୋଜିକର୍ତ୍ତାଙ୍କ ପାଖକୁ ଯାଅ।” ସେଥିରେ ସେମାନେ ସେହି ପାଣି ନେଇ ତାହାଙ୍କ ପାଖରେ ପହଞ୍ଚିଲେ। Faic an caibideil |