ଯୋହନ 21:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ। Faic an caibideilଓଡିଆ ବାଇବେଲ4 କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ । Faic an caibideilପବିତ୍ର ବାଇବଲ (CL) NT (BSI)4 ପରଦିନ ସକାଳେ ସୂର୍ଯ୍ୟୋଦୟ ହେବାବେଳେ ଯୀଶୁ ଜଳ ଧାରରେ ଆସି ଠିଆ ହେଲେ, କିନ୍ତୁ ଶିଷ୍ୟମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ। Faic an caibideilପବିତ୍ର ବାଇବଲ4 ପରଦିନ ଅତି ସକାଳୁ ଯୀଶୁ ହ୍ରଦ କୂଳରେ ଠିଆ ହୋଇଥିଲେ। କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯୀଶୁ ବୋଲି ଜାଣି ନ ଥିଲେ। Faic an caibideil |