ଯୋହନ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେତେବେଳେ ସେ ଯିହୂଦିୟା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକୁ ପ୍ରସ୍ଥାନ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ସେତେବେଳେ ସେ ଯିହୁଦା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକି ପ୍ରସ୍ଥାନ କଲେ। Faic an caibideilଓଡିଆ ବାଇବେଲ3 ସେତେବେଳେ ସେ ଯିହୂଦା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକୁ ପ୍ରସ୍ଥାନ କଲେ । Faic an caibideilପବିତ୍ର ବାଇବଲ (CL) NT (BSI)3 ତାଙ୍କ ବିଷୟରେ ଲୋକେ ଏ ପ୍ରକାର କଥାବାର୍ତ୍ତା ହେଉଥିବାର ଶୁଣି ଯୀଶୁ ଯିହୁଦା ପ୍ରଦେଶ ଛାଡ଼ି ଗାଲିଲୀକୁ ଫେରିଗଲେ। Faic an caibideilପବିତ୍ର ବାଇବଲ3 ତେଣୁ ସେ ସେତେବେଳେ ଯିହୂଦା ପ୍ରଦେଶ ଛାଡ଼ି ପୁଣି ଥରେ ଗାଲିଲୀକୁ ଗ୍ଭଲିଗଲେ। Faic an caibideil |