ଯୋହନ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦିୟା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୁଦା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ। Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ ଯିହୂଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ । Faic an caibideilପବିତ୍ର ବାଇବଲ (CL) NT (BSI)1 ଏହାପରେ ଯୀଶୁ ଗାଲିଳୀରେ ଭ୍ରମଣ କଲେ। ସେ ଆଉ ଯିହୁଦା ଦେଶରେ ଭ୍ରମଣ କରିବାକୁ ଚାହିଁଲେ ନାହିଁ, କାରଣ ସେଠାକାର ଇହୁଦୀ କର୍ତ୍ତୃପକ୍ଷମାନେ ତାଙ୍କୁ ପ୍ରାଣରେ ମାରିଦେବା ପାଇଁ ଚାହୁଁଥିଲେ। Faic an caibideilପବିତ୍ର ବାଇବଲ1 ଏହା ପରେ ଯୀଶୁ ଗାଲିଲୀ ପ୍ରଦେଶରେ ଭ୍ରମଣ କରିବାକୁ ଲାଗିଲେ। ସେ ଯିହୂଦାରେ ଯାତ୍ରା କରିବା ପାଇଁ ଗ୍ଭହୁଁ ନ ଥିଲେ, କାରଣ ଯିହୂଦୀମାନେ ତାହାଙ୍କୁ ହତ୍ୟା କରିବା ପାଇଁ ଗ୍ଭହୁଁଥିଲେ। Faic an caibideil |