ଯୋହନ 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ, Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ, Faic an caibideilଓଡିଆ ବାଇବେଲ3 ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ, Faic an caibideilପବିତ୍ର ବାଇବଲ (CL) NT (BSI)3 ଦଳେ ଧର୍ମଗୁରୁ ଓ ଫାରୁଶୀ ବ୍ୟଭିଚାର ଅପରାଧରେ ଧରା ପଡ଼ିଥିବା ଗୋଟିଏ ସ୍ତ୍ରୀ ଲୋକକୁ ଟାଣି ଆଣିଲେ। ସମସ୍ତଙ୍କ ଆଗରେ ଠିଆ କରାଇ ଯୀଶୁଙକୁ ପଚାରିଲେ, Faic an caibideilପବିତ୍ର ବାଇବଲ3 ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ, ଶିକ୍ଷକମାନେ ଓ ଫାରୂଶୀମାନେ ଜଣେ ସ୍ତ୍ରୀଲୋକକୁ ସେଠାକୁ ଆଣିଲେ। ସେହି ସ୍ତ୍ରୀଲକଟି ବ୍ୟଭିଗ୍ଭର କଲାବେଳେ ଧରା ପଡ଼ିଥିଲା। ଯିହୂଦୀମାନେ ତାହାକୁ ଲୋକମାନଙ୍କ ଆଗରେ ଠିଆ ହେବା ପାଇଁ ବାଧ୍ୟ କଲେ। Faic an caibideil |