Biblia Todo Logo
Bìoball air-loidhne

- Sanasan -




ଯୂନସ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, “ତୁମ୍ଭେ ଏ କି କର୍ମ କରିଅଛ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, ତୁମ୍ଭେ ଏ କି କର୍ମ କରିଅଛ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, “ତୁମ୍ଭେ ଏ କି କର୍ମ କରିଅଛ ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି।”

Faic an caibideil Dèan lethbhreac

ପବିତ୍ର ବାଇବଲ

10 ଯୂନସ ସଦାପ୍ରଭୁଙ୍କଠାରୁ ଦୂରେଇ ଯାଉଥିଲା ବୋଲି ସେହି ନାବିକମାନଙ୍କୁ କହିଲେ। ଯେତେବେଳେ ସେମାନେ ଏ କଥା ଜାଣିଲେ, ସେମାନେ ଭୟଭୀତ ହୋଇ ପଡ଼ିଲେ। ସେମାନେ ଯୂନସକୁ ପଗ୍ଭରିଲେ, “ତୁମ୍ଭେ କି ଭୟଙ୍କର କାର୍ଯ୍ୟ ପରମେଶ୍ୱରଙ୍କ ବିରୁଦ୍ଧରେ କଲ?”

Faic an caibideil Dèan lethbhreac




ଯୂନସ 1:10
8 Iomraidhean Croise  

ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”


ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋʼ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁଅଛନ୍ତି?”


କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ।


ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।


ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।


ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ;


ପୁଣି ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ।” ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ।


Lean sinn:

Sanasan


Sanasan