ଯୂନସ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋʼ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।” Faic an caibideilପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସେ ସେମାନଙ୍କୁ କହିଲେ, ମୋତେ ଧରି ସମୁଦ୍ରରେ ପକାଅ ଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋʼ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ। Faic an caibideilଓଡିଆ ବାଇବେଲ12 ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇ ଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋ’ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।” Faic an caibideilପବିତ୍ର ବାଇବଲ12 ଯୂନସ ସେହି ନାବିକମାନଙ୍କୁ କହିଲେ, “ମୁଁ ଜାଣେ, ମୁଁ ଭୁଲ୍ କରିଛି, ସେଥିପାଇଁ ସମୁଦ୍ରରେ ଝଡ଼ ଆସିଲା। ତେଣୁ ତୁମ୍ଭେମାନେ ମୋତେ ସମୁଦ୍ରକୁ ଫିଙ୍ଗିଦିଅ, ତହିଁରେ ସମୁଦ୍ର ଶାନ୍ତ ହୋଇଯିବ।” Faic an caibideil |
ପୁଣି, ଦାଉଦ ପରମେଶ୍ୱରଙ୍କୁ କହିଲେ, “ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ୱର, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର, ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।”