ଯୂନସ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।” Faic an caibideilପବିତ୍ର ବାଇବଲ (Re-edited) - (BSI)2 ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି। Faic an caibideilଓଡିଆ ବାଇବେଲ2 “ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।” Faic an caibideilପବିତ୍ର ବାଇବଲ2 ସଦାପ୍ରଭୁ କହିଲେ, “ନୀନିବୀ ଗୋଟିଏ ବିରାଟ ନଗରୀ। ସେଠାରେ ଲୋକମାନେ ବହୁତ ମନ୍ଦକାର୍ଯ୍ୟ କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ଉଠ ଓ ସେହି ନଗରୀକୁ ଯାଅ ଏବଂ ତାହା ବିରୁଦ୍ଧରେ ଆମ୍ଭ ବିଗ୍ଭରଧାରା ଘୋଷଣା କର।” Faic an caibideil |
ମାତ୍ର ସେଠାରେ ଓଦେଦ୍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ।