Biblia Todo Logo
Bìoball air-loidhne

- Sanasan -




ଯୂନସ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

3 କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପର ଦେଇ ଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

3 “ତୁମ୍ଭେ ମୋତେ ସମୁଦ୍ରରେ ଫିଙ୍ଗି ଦେଲ ଏବଂ ମୋ’ ଉପରେ ଶକ୍ତିଶାଳୀ ଢେଉ ଭାଙ୍ଗିଲା। ମୁଁ ସମୁଦ୍ରର ନିମ୍ନତମ ସ୍ଥାନକୁ ଗ୍ଭଲିଗଲି ଏବଂ ମୋର ଚତୁର୍ଦ୍ଦିଗରେ କେବଳ ପାଣି ରହିଲା।

Faic an caibideil Dèan lethbhreac




ଯୂନସ 2:3
11 Iomraidhean Croise  

କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।


ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି।


ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବା ଯାଏ, ତାହାଙ୍କ ନିକଟରେ ପ୍ରାର୍ଥନା କରିବି।


ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ।


ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।


ମୋʼ ମସ୍ତକର ଉପର ଦେଇ ଜଳ ବହିଗଲା ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି।


ହେ ସଦାପ୍ରଭୁ, ମୁଁ ଗଭୀରତମ କୂପ ମଧ୍ୟରୁ ତୁମ୍ଭ ନାମରେ ପ୍ରାର୍ଥନା କଲି।


Lean sinn:

Sanasan


Sanasan