ଯୂନସ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି। Faic an caibideilଓଡିଆ ବାଇବେଲ4 ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି। Faic an caibideilପବିତ୍ର ବାଇବଲ4 ତା'ପରେ ମୁଁ ଭାବିଲି, ‘ବର୍ତ୍ତମାନ ନିଶ୍ଚୟ ମୋତେ ତୁମ୍ଭ ଦୃଷ୍ଟିପାତରୁ ଦୂରେଇ ଦିଆଯାଇଛି।’ କିନ୍ତୁ ମୁଁ ପୁଣି ଥରେ ତୁମ୍ଭର ପବିତ୍ର ମନ୍ଦିର ଦେଖିବାକୁ ଗ୍ଭହେଁ। Faic an caibideil |
ଆଉ, ଯେଉଁ ଶତ୍ରୁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ ଓ ତୁମ୍ଭ ମନୋନୀତ ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଗୃହ ଆଡ଼େ ମୁଖ କରି ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,
ଶତ୍ରୁଗଣ ସେମାନଙ୍କୁ ଯେଉଁ ଦେଶକୁ ବନ୍ଦୀ କରି ନେଇ ଯାଇଅଛନ୍ତି, ଆପଣାମାନଙ୍କର ସେହି ବନ୍ଦୀତ୍ୱ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ, ପୁଣି ତୁମ୍ଭ ମନୋନୀତ ନଗର ଓ ତୁମ୍ଭ ନାମ ନିମନ୍ତେ ଆମ୍ଭର ନିର୍ମିତ ଗୃହ ଆଡ଼େ ମୁଖ କରି ପ୍ରାର୍ଥନା କରନ୍ତି;