ଯୂନସ 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସଦାପ୍ରଭୁ କହିଲେ, “ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)10 ପୁଣି, ସଦାପ୍ରଭୁ କହିଲେ, ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା। Faic an caibideilଓଡିଆ ବାଇବେଲ10 ପୁଣି, ସଦାପ୍ରଭୁ କହିଲେ, “ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା। Faic an caibideilପବିତ୍ର ବାଇବଲ10 ସଦାପ୍ରଭୁ କହିଲେ, “ତୁମ୍ଭେ ସେ ଗଛ ପାଇଁ କିଛି କରି ନ ଥିଲ। ସେ ଗଛ ବଢ଼ିବା ପାଇଁ ତୁମ୍ଭେ କିଛି କରି ନ ଥିଲ। ଏହା ରାତ୍ରିରେ ବଢ଼ିଲା ଓ ପରଦିନ ମଲା। କିନ୍ତୁ ତୁମ୍ଭେ ସେ ଗଛ ପାଇଁ ଦୁଃଖିତ। Faic an caibideil |