ଯିହୋଶୂୟ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ, Faic an caibideilପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ, ଆମ୍ଭର ସେବକ ମୋଶା ମରିଅଛି, Faic an caibideilଓଡିଆ ବାଇବେଲ1 ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ, Faic an caibideilପବିତ୍ର ବାଇବଲ1 ମୋଶା ସଦାପ୍ରଭୁଙ୍କର ଦାସ ଥିଲେ। ନୂନର ପୁତ୍ର ଯିହୋଶୂୟ ମୋଶାଙ୍କର ପରିଗ୍ଭରକ ଥିଲେ। ମୋଶାଙ୍କର ମୃତ୍ୟୁ ପରେ, ସଦାପ୍ରଭୁ ଯିହୋଶୂୟକୁ କହିଲେ। Faic an caibideil |
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବା ଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରିଆସି ତାହା ଅଧିକାର କରିବ।”