ଯିହୋଶୂୟ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୋଶା ଯର୍ଦ୍ଦନର ପୂର୍ବପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ, Faic an caibideilପବିତ୍ର ବାଇବଲ (Re-edited) - (BSI)14 ମୋଶା ଯର୍ଦ୍ଦନର ପୂର୍ବ ପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇ ଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ, Faic an caibideilଓଡିଆ ବାଇବେଲ14 ମୋଶା ଯର୍ଦ୍ଦନର ପୂର୍ବ ପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇ ଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ, Faic an caibideilପବିତ୍ର ବାଇବଲ14 ତୁମ୍ଭର ସ୍ତ୍ରୀ ଏବଂ ପିଲାମାନେ ଯର୍ଦ୍ଦନର ପୂର୍ବ ଦିଗସ୍ଥ ଭୂମିରେ ବାସ କରିବେ, ଯାହା ସଦାପ୍ରଭୁ ତୁମ୍ଭକୁ ଦେଇଛନ୍ତି। ସେମାନେ ସେଠାରେ ସେମାନଙ୍କର ଗୋରୁଗାଈ ସହିତ ବାସ କରିବେ। କିନ୍ତୁ ତୁମ୍ଭର ଶକ୍ତିଶାଳୀ ଯୋଦ୍ଧାଗଣ ତୁମ୍ଭମାନଙ୍କର ଭାତୃଗଣ ସହିତ ଅସ୍ତ୍ରରେ ସୁସଜ୍ଜିତ ହୋଇ ଯର୍ଦ୍ଦନ ନଦୀ ପାର ହେବା ଉଚିତ୍। ତୁମ୍ଭେ ସେମାନଙ୍କୁ ସେମାନଙ୍କ ଭୂମି ଫେରାଇବା ପାଇଁ କରୁଥିବା ଯୁଦ୍ଧରେ ସାହାଯ୍ୟ କରିବା ଉଚିତ୍। Faic an caibideil |
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବା ଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରିଆସି ତାହା ଅଧିକାର କରିବ।”