ଯିହୋଶୂୟ 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ। Faic an caibideilଓଡିଆ ବାଇବେଲ16 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ। Faic an caibideilପବିତ୍ର ବାଇବଲ16 ତା'ପରେ ଯିହୋଶୂୟଙ୍କୁ ଉତ୍ତର ଦେଇ ଲୋକମାନେ କହିଲେ, “ତୁମ୍ଭେ ଆମ୍ଭକୁ ଯେଉଁ ଆଦେଶ ଦେଇଅଛ, ଆମ୍ଭେ ତାହା ପାଳନ କରିବୁ। ତୁମ୍ଭେ ଯେଉଁଠାକୁ କହିବ, ଆମ୍ଭେ ଯିବୁ। Faic an caibideil |
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବା ଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରିଆସି ତାହା ଅଧିକାର କରିବ।”