ଯିହୋଶୂୟ 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେଉଁ ବ୍ୟକ୍ତି ତୁମ୍ଭ ଆଜ୍ଞାର ବିରୁଦ୍ଧାଚରଣ କରିବ ଓ ତୁମ୍ଭେ ଯେ ଯେ କଥା ଆଦେଶ କରିବ, ତାହାସବୁ ଶୁଣିବ ନାହିଁ, ସେ ଯେକେହି ହେଉ, ତାହାର ପ୍ରାଣଦଣ୍ଡ ହେବ। ତୁମ୍ଭେ କେବଳ ବଳବାନ ଓ ସାହସିକ ହୁଅ।” Faic an caibideilପବିତ୍ର ବାଇବଲ (Re-edited) - (BSI)18 ଯେଉଁ ବ୍ୟକ୍ତି ତୁମ୍ଭ ଆଜ୍ଞାର ବିରୁଦ୍ଧାଚରଣ କରିବ ଓ ତୁମ୍ଭେ ଯେ ଯେ କଥା ଆଦେଶ କରିବ, ତାହାସବୁ ଶୁଣିବ ନାହିଁ, ସେ ଯେକେହି ହେଉ, ତାହାର ପ୍ରାଣଦଣ୍ତ ହେବ। ତୁମ୍ଭେ କେବଳ ବଳବାନ ଓ ସାହସିକ ହୁଅ। Faic an caibideilଓଡିଆ ବାଇବେଲ18 ଯେଉଁ ବ୍ୟକ୍ତି ତୁମ୍ଭ ଆଜ୍ଞାର ବିରୁଦ୍ଧାଚରଣ କରିବ ଓ ତୁମ୍ଭେ ଯେ ଯେ କଥା ଆଦେଶ କରିବ, ତାହାସବୁ ଶୁଣିବ ନାହିଁ, ସେ ଯେକେହି ହେଉ, ତାହାର ପ୍ରାଣଦଣ୍ଡ ହେବ। ତୁମ୍ଭେ କେବଳ ବଳବାନ ଓ ସାହସିକ ହୁଅ। Faic an caibideilପବିତ୍ର ବାଇବଲ18 ସେଥିପାଇଁ ଯଦି କୌଣସି ଲୋକ ତୁମ୍ଭଙ୍କୁ ଅବମାନନା କରେ ଅବା କୌଣସି ଲୋକ ତୁମ୍ଭର ବିରୁଦ୍ଧାଚରଣ କରେ, ସେ ଲୋକକୁ ହତ୍ୟା କରାଯିବ। ତେଣୁ ସାହସୀ ଓ ଶକ୍ତିଶାଳୀ ହୁଅ।” Faic an caibideil |