ଯିହୋଶୂୟ 10:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ନ୍ୟାୟ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)13 ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ଯାଶେର୍ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ। Faic an caibideilଓଡିଆ ବାଇବେଲ13 ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ନ୍ୟାୟ ପୁସ୍ତକରେ ଲେଖା ନାହିଁ ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ। Faic an caibideilପବିତ୍ର ବାଇବଲ13 ତେଣୁ ଲୋକମାନେ ଆପଣା ଶତ୍ରୁମାନଙ୍କୁ ପରାସ୍ତ ନ କରିବା ପର୍ଯ୍ୟନ୍ତ ସୂର୍ଯ୍ୟ ଓ ଚନ୍ଦ୍ର ସ୍ତବ୍ଧ ହେଲେ। ଏହା ଯାଶେର୍ ପୁସ୍ତକରେ ଲେଖା ଅଛି। ଆଉ ସୂର୍ଯ୍ୟ ଆକାଶର ମଝି ସ୍ଥାନରେ ସ୍ତବ୍ଧ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ। Faic an caibideil |