ଯିହୋଶୂୟ 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯିହୋଶୂୟ କହିଲେ, “ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର। Faic an caibideilପବିତ୍ର ବାଇବଲ (Re-edited) - (BSI)18 ଯିହୋଶୂୟ କହିଲେ, ବଡ଼ ବଡ଼ ପଥର ଗୁମ୍ପା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର। Faic an caibideilଓଡିଆ ବାଇବେଲ18 ଯିହୋଶୂୟ କହିଲେ, ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର। Faic an caibideilପବିତ୍ର ବାଇବଲ18 ଯିହୋଶୂୟ କହିଲେ, “ବଡ଼ ବଡ଼ ପ୍ରସ୍ତର ଫଳକ ଗୁମ୍ଫା ମୁହଁକୁ ଗଡ଼ାଇ ଦିଅ ଓ ସେମାନଙ୍କୁ ଜଗିବା ପାଇଁ ଲୋକ ନିଯୁକ୍ତ କର। Faic an caibideil |
ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।