ଯିହୋଶୂୟ 10:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ଯିହୋଶୂୟ କହିଲେ, “ସେହି ଗୁମ୍ଫା ମୁହଁ ମୁକୁଳା କରି ଗୁମ୍ଫାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ।” Faic an caibideilପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ଯିହୋଶୂୟ କହିଲେ, ସେହି ଗୁମ୍ପା ମୁହଁ ମୁକୁଳା କରି ଗୁମ୍ପାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ। Faic an caibideilଓଡିଆ ବାଇବେଲ22 ଏଥିଉତ୍ତାରେ ଯିହୋଶୂୟ କହିଲେ, ସେହି ଗୁମ୍ଫା ମୁହଁ ମୁକୁଳା କରି ଗୁମ୍ଫାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ। Faic an caibideilପବିତ୍ର ବାଇବଲ22 ଯିହୋଶୂୟ କହିଲେ, “ଗୁମ୍ଫା ମୁହଁରୁ ପଥର ଖଣ୍ତାମାନ କାଢ଼ ଏବଂ ସେହି ପାଞ୍ଚ ଜଣ ରାଜାଙ୍କୁ ମୋ’ ସମ୍ମୁଖକୁ ଆଣ।” Faic an caibideil |