Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 10:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ତହିଁରେ ସଦାପ୍ରଭୁ ଲାଖୀଶ୍‍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ୱିତୀୟ ଦିନ ଲାଖୀଶ୍‍ ଆକ୍ରମଣ କରି ଯେପରି ଲିବ୍‍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

32 ତହିଁରେ ସଦାପ୍ରଭୁ ଲାଖୀଶ୍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ଵିତୀୟ ଦିନ ଲାଖୀଶ୍ ଆକ୍ରମଣ କରି ଯେପରି ଲିବ୍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ଼୍‍ଗଧାରରେ ଆଘାତ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

32 ତହିଁରେ ସଦାପ୍ରଭୁ ଲାଖୀଶ୍‍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ୱିତୀୟ ଦିନ ଲାଖୀଶ୍‍ ଆକ୍ରମଣ କରି ଯେପରି ଲିବ୍‍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

32 ସଦାପ୍ରଭୁ ଲାଖୀ‌ଶ୍‌କୁ ପରାସ୍ତ କରିବାକୁ ସହାୟ ହେଲେ। ସେମାନେ ଦ୍ୱିତୀୟ ଦିନରେ ସେ ସହରକୁ ପରାସ୍ତ କଲେ। ଇସ୍ରାଏଲ ଲୋକମାନେ ସେ ସହରର ସମସ୍ତ ଲୋକମାନଙ୍କୁ ହତ୍ୟା କଲେ। ଯେପରି ଭାବରେ ଲି‌‌ବ୍‌‌ନାରେ କରିଥିଲେ।

Faic an caibideil Dèan lethbhreac




ଯିହୋଶୂୟ 10:32
7 Iomraidhean Croise  

ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ୍ଗଧାରରେ ପରାସ୍ତ କଲେ।


ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍‍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍‍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍‍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।


ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ।


ଏଥିଉତ୍ତାରେ ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ।


ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲିବ୍‍ନାରୁ ଲାଖୀଶ୍‍କୁ ଯାଇ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।


ସେସମୟରେ ଗେଷରର ରାଜା ହୋରମ୍‍ ଲାଖୀଶ୍‍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ।


ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।


Lean sinn:

Sanasan


Sanasan