ଯିହୋଶୂୟ 10:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ। Faic an caibideilଓଡିଆ ବାଇବେଲ42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ। Faic an caibideilପବିତ୍ର ବାଇବଲ42 ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣଙ୍କୁ ଏକାବେଳକେ ହସ୍ତଗତ କଲେ। କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ। Faic an caibideil |