ଯିହୋଶୂୟ 11:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ପୁଣି ଯିହୋଶୂୟ ସେହି ରାଜଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ଼୍ଗଧାରରେ ସେମାନଙ୍କୁ ଆଘାତ କରି ବର୍ଜିତ ରୂପେ ବିନାଶ କଲେ। Faic an caibideilଓଡିଆ ବାଇବେଲ12 ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ। Faic an caibideilପବିତ୍ର ବାଇବଲ12 ଯିହୋଶୂୟ ସେ ସମସ୍ତ ରାଜକୀୟ ସହରଗୁଡ଼ିକ ନିଜ ଅଧୀନକୁ ଆଣିଲେ ଓ ସେମାନଙ୍କର ରାଜାମାନଙ୍କୁ ହତ୍ୟା କଲେ। ଯିହୋଶୂୟ ସମ୍ପୂର୍ଣ୍ଣ ଭାବେ ସମସ୍ତ ଲୋକମାନଙ୍କୁ ଓ ଏହି ସହରର ରାଜାଗଣକୁ ଧ୍ୱଂସ କଲେ। ସଦାପ୍ରଭୁଙ୍କ ସେବକ ମୋଶା ଏହିପରି ଭାବରେ ଆଜ୍ଞା କରିଥିଲେ। Faic an caibideil |
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।