ଯିହୋଶୂୟ 11:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)20 କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ବର୍ଜିତ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା। Faic an caibideilଓଡିଆ ବାଇବେଲ20 କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା। Faic an caibideilପବିତ୍ର ବାଇବଲ20 ସଦାପ୍ରଭୁ ସେମାନଙ୍କର ହୃଦୟ କଠିନ କଲେ। ଯେପରି ସେମାନେ ଇସ୍ରାଏଲ ବିପକ୍ଷରେ ଯୁଦ୍ଧ କରିବା ପାଇଁ ଆସିବେ ଓ ସମ୍ପୂର୍ଣ୍ଣ ରୂପେ ବିନା କରୁଣାରେ ଧ୍ୱଂସ ହେବେ। ଏହା ମୋଶାଙ୍କୁ ସଦାପ୍ରଭୁଙ୍କର ଆଜ୍ଞାନୁସାରେ ହେଲା। Faic an caibideil |