Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 11:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଇସ୍ରାଏଲ-ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍‍ ଓ ଅସ୍ଦୋଦରେ କେହି କେହି ରହିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ଇସ୍ରାଏଲ-ସନ୍ତାନଗଣର ଦେଶରେ ଅନାକୀୟ-ମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍ ଓ ଅସ୍ଦୋଦରେ କେହି କେହି ରହିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

22 ଇସ୍ରାଏଲ ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍‍ ଓ ଅସ୍‍ଦୋଦରେ କେହି କେହି ରହିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

22 ଇସ୍ରାଏଲ ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ହେଲେ ଜୀବିତ ରହିଲେ ନାହିଁ। କେବଳ ଘସାରେ ଗାଥ୍ ଓ ଅ‌‌ସ୍‌‌ଦୋଦରେ କେହି କେହି ରହିଗଲେ।

Faic an caibideil Dèan lethbhreac




ଯିହୋଶୂୟ 11:22
19 Iomraidhean Croise  

ଏଥିଉତ୍ତାରେ ତିନି ବର୍ଷ ଶେଷରେ ଶିମୀୟିର ଦାସମାନଙ୍କ ମଧ୍ୟରୁ ଦୁଇ ଜଣ ମାଖାର ପୁତ୍ର ଗାଥୀୟ ରାଜା ଆଖୀଶ୍‍ ନିକଟକୁ ପଳାଇଲେ। ଏଥିରେ ଲୋକେ ଶିମୀୟିକୁ ଜଣାଇ କହିଲେ, “ଦେଖ, ତୁମ୍ଭ ଦାସମାନେ ଗାଥ୍‍ ନଗରରେ ଅଛନ୍ତି।”


ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍‍ ଓ ତହିଁର ଉପନଗରସକଳ ହରଣ କଲେ।


ବରୀୟ ଓ ଶେମା, ଏମାନେ ଅୟାଲୋନ୍‍ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍‍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।


ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍‍-ନଗରର ପ୍ରାଚୀର ଓ ଯବ୍‍ନିର ପ୍ରାଚୀର ଓ ଅସ୍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ


ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତାନ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା;


କିନ୍ତୁ ଫିଲିପ୍ପ ଅଷ୍‌ଦୋଦ୍ ନାମକ ନଗରରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ।


ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।


ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?”


ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବୀୟୋନ୍‍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।


ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।


ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସ୍ଦୋଦ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ।


ଅସ୍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।


ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।


ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍‍-ହର୍ମୋନ୍‍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।


ଏଥିରେ ଗାଥ୍‍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।


ଏଥିମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍ଦୋଦକୁ ଯାଇଥିଲେ।


Lean sinn:

Sanasan


Sanasan