ଯିହୋଶୂୟ 11:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ୱ ଓ ରଥ ସଙ୍ଗେ ନେଇ ବାହାର ହେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ର ତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ଵ ଓ ରଥ ସଙ୍ଗେ ନେଇ ବାହାର ହେଲେ। Faic an caibideilଓଡିଆ ବାଇବେଲ4 ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ର ତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ୱ ଓ ରଥ ସଙ୍ଗେ ନେଇ ବାହାର ହେଲେ। Faic an caibideilପବିତ୍ର ବାଇବଲ4 ତହିଁରେ ସେମାନେ ନିଜର ସୈନ୍ୟମାନଙ୍କ ସହିତ ଅଶ୍ୱାରୋହୀ ଓ ରଥାରୋହୀମାନଙ୍କ ସହିତ ଏକତ୍ରିତ ହେଲେ। ଏହା ଥିଲା ଏକ ବିରାଟ ସୈନ୍ୟ ଛାଉଣି। ଏହା ଦେଖା ଯାଉଥିଲା ସତେ ଯେପରି, ସମୁଦ୍ର ତୀରସ୍ଥ ବାଲୁକା ତୁଲ୍ୟ, ଶସ୍ୟକ୍ଷେତ୍ର ପରି। Faic an caibideil |