ଯିହୋଶୂୟ 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ଵଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ। Faic an caibideilଓଡିଆ ବାଇବେଲ9 ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ। Faic an caibideilପବିତ୍ର ବାଇବଲ9 ଯିହୋଶୂୟ ଏହିପରି କଲେ, ସଦାପ୍ରଭୁ ତାଙ୍କୁ ଯେପରି କରିବାକୁ କହିଥିଲେ। ସେ ଘୋଡ଼ାମାନଙ୍କୁ ଛୋଟା କରି ଦେଲେ ଓ ରଥଗୁଡ଼ିକ ପୋଡ଼ି ଦେଲେ। Faic an caibideil |