ଯିହୋଶୂୟ 12:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ୍ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି। Faic an caibideilଓଡିଆ ବାଇବେଲ1 ଇସ୍ରାଏଲ ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି। Faic an caibideilପବିତ୍ର ବାଇବଲ1 ଯର୍ଦ୍ଦନର ପୂର୍ବପାର୍ଶ୍ୱସ୍ଥ ଦେଶଗୁଡ଼ିକୁ ଇସ୍ରାଏଲର ଲୋକମାନେ ନିଜ ଅଧୀନକୁ ଆଣିଲେ। ଅର୍ଣ୍ଣୋନ୍ ପର୍ବତଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ଆରାବହଃର ପୂର୍ବ ଦିଗସ୍ଥ ସମସ୍ତ ରାଜାମାନଙ୍କୁ ପରାସ୍ତ କଲେ। Faic an caibideil |
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବା ଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରିଆସି ତାହା ଅଧିକାର କରିବ।”