Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ୱ ସ୍ୱ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହି ସବୁ ରାଜା ଏହି;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପିରିଷୀୟ, ହିବ୍ବୀୟ ଓ ଯିବୁଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ଵ ସ୍ଵ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହିସବୁ ରାଜା ଏହି;

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ୱ ସ୍ୱ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହିସବୁ ରାଜା ଏହି;

Faic an caibideil Dèan lethbhreac

ପବିତ୍ର ବାଇବଲ

8 ପର୍ବତମୟ ଦେଶ, ତଳଭୂମି, ଯର୍ଦ୍ଦନର ଉପତ୍ୟକା, ପୂର୍ବର ପର୍ବତଗୁଡ଼ିକ, ନେଗେଭ ଓ ମରୁଭୂମି ହୀତ୍ତୀୟ ଇମୋରୀୟ, କିଣାନୀୟ, ପିରିଷୀୟ, ଓ ହିବ୍ବୀୟମାନେ ସେଠାରେ ବାସ କଲେ। ସେହିସବୁ ରାଜାମାନଙ୍କର ତାଲିକା ନିମ୍ନରେ ଦିଆଗଲା:

Faic an caibideil Dèan lethbhreac




ଯିହୋଶୂୟ 12:8
14 Iomraidhean Croise  

ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ


ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ।


ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ।


କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।


ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।


ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;


ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;


ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ନିଃଶ୍ୱାସପ୍ରଶ୍ୱାସଧାରୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।


ଏହିରୂପେ ଯିହୋଶୂୟ ସେହି ସବୁ ପ୍ରଦେଶ ଓ ସେଠାର ପର୍ବତମୟ ଦେଶ ଓ ସମସ୍ତ ଦକ୍ଷିଣାଞ୍ଚଳ ଓ ଗୋଶନର ସମସ୍ତ ପ୍ରଦେଶ ଓ ତଳଭୂମି ଓ ପଦାଭୂମି ଓ ଇସ୍ରାଏଲର ପର୍ବତମୟ ଦେଶ ଓ ତହିଁର ତଳଭୂମି;


ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ି ଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।


ଏଥିଉତ୍ତାରେ ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜାଗଣ, ଅର୍ଥାତ୍‍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ରାଜାଗଣ ଏହି କଥା ଶୁଣିଲେ;


ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।


Lean sinn:

Sanasan


Sanasan