Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 13:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଓ କିରୀୟାଥୟିମ୍‍ ଓ ସିବ୍‍ମା ଓ ତଳଭୂମିର ପର୍ବତସ୍ଥ ସେରତ୍‍ ସହର

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

19 ଓ କିରୀୟାଥୟିମ୍ ଓ ସିବ୍ମା ଓ ତଳଭୂମିର ପର୍ବତସ୍ଥ ସେରତ୍ ସହର

Faic an caibideil Dèan lethbhreac

ଓଡିଆ ବାଇବେଲ

19 ଓ କିରୀୟାଥୟିମ୍‍ ଓ ସିବ୍‍ମା ଓ ତଳଭୂମିର ପର୍ବତସ୍ଥ ସେରତ୍‍ ସହର

Faic an caibideil Dèan lethbhreac

ପବିତ୍ର ବାଇବଲ

19 କିରିୟାଥୟିମ୍, ସି‌‌ବ୍‌‌ମା ଓ ତଳ ଭୂମିର ପର୍ବତସ୍ଥ ସେରତ୍ ସହର।

Faic an caibideil Dèan lethbhreac




ଯିହୋଶୂୟ 13:19
5 Iomraidhean Croise  

ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍‍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍‍ ଲଜ୍ଜିତ ଓ ଭଗ୍ନ ହେଲା।


କିରୀୟାଥୟିମ୍‍, ବେଥ୍-ଗାମୁଲ୍ ଓ ବେଥ୍-ମୀୟୋନ୍‍;


ଏଥିପାଇଁ ଦେଖ, ଆମ୍ଭେ ନଗର ସମୂହଠାରୁ ମୋୟାବର ପାର୍ଶ୍ୱ ମୁକ୍ତ କରିବା, ଅର୍ଥାତ୍‍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ୱରୂପ ବେଥ୍-ଯିଶିମୋତ ବାଲ୍‍-ମୀୟୋନ୍‍ ଓ କିରୀୟାଥୟିମ୍‍ ପ୍ରତି,


ଓ ବେଥ୍-ପିୟୋର ଓ ଅସଦୋତ୍‍-ପିସ୍ଗା ଓ ବେଥ୍-ଯିଶିମୋତ, ତହିଁର ଏହି ସମସ୍ତ ନଗର।


Lean sinn:

Sanasan


Sanasan